Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ଵରରୁ ୨୦ କେ.ଜିର ଅଫିମ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
August 13, 2021
in Crime, State
ଭୁବନେଶ୍ଵରରୁ ୨୦ କେ.ଜିର ଅଫିମ ଜବତ, ୩ ଗିରଫ
127
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ନିଶା କାରବାରର ହବ୍ ପାଲଟିଛି ରାଜଧାନୀ ଭୁବନେଶ୍ଵର। ରାଜଧାନୀରୁ ବିପୁଳ ପରିମାଣରେ ଅଫିମ ଜବତ। କୋଳଥିଆରୁ ୨୦ କେ.ଜିର ଅଫିମ ଜବତ କଲା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ଏହି ଅଭିଯୋଗରେ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ତେବେ ଜବତ ହୋଇଥିବା ଅଫିମର ମୁଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ଵରରୁ ହରିୟାଣା ଅଫିମ ଚୋରା ଚାଲାଣ ବେଳେ ଚଢାଉ। ଏକ ଅଫିମ ବୋଝେଇ ୧୬ ଚକିଆ କଣ୍ଟେନର ହରିୟାଣାକୁ ଚାଲାଣ ହେଉଥିବା ବେଳେ କୋଳଥିଆରୁ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଚଢାଉ କରିଛି। ଚଢାଉ ବେଳେ ୨୦ କେ.ଜିର ଅଫିମ ଜବତ ହୋଇଛି। ଜବତ ହୋଇଥିବା ଅଫିମର ଆନୁମାନିକ ମୁଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଏହା ସହ ୩ ଜଣଙ୍କୁ ଗିରଫ କରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ତେବେ ଗିରଫ ହୋଇଥିବା ଅଭିଯୁକ୍ତ ଉତ୍ତର ପ୍ରଦେଶର ହୋଇଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!