Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ ବାଇକ୍ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ, ୨୦ଟି ବାଇକ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ, ୧୫ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
August 13, 2021
in Crime, State
ବଡ ବାଇକ୍ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ, ୨୦ଟି ବାଇକ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ, ୧୫ଜଣ  ଗିରଫ
479
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ପୋଲିସ ଦ୍ବାରା ବଡ ବାଇକ୍ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ । ଏକାଥରରେ ଜବତ ହେଲା ୨୦ଟି ବାଇକ ଓ ଗୋଟିଏ ବୋଲେରୋ ଗାଡ଼ି । ପୋଲିସ ୧୫ଜଣଙ୍କୁ ଗିରଫ କରିଛି । ଏମାନଙ୍କ ମଧ୍ୟରେ ୩ ଜଣ ନାବଳକ ରହିଛନ୍ତି । ୧୫ ଜଣଙ୍କ ମଧ୍ୟରେ ୨ ଜଣ କ୍ରେତା ରହିଛନ୍ତି । ସମ୍ବଲପୁର ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରୁ ଏମାନେ ବାଇକ୍ ଚୋରି କରୁଥିଲେ । ତେବେ ସମ୍ବଲପୁର ଏସପିଙ୍କ ନିର୍ଦ୍ଦେଶରେ ଏକ ଟିମ୍ ଗଠନ କରାଯାଇ ବିଭିନ୍ନ ଥାନା ଅଞ୍ଚଳରେ ଚଢାଉ କରାଯାଇଥିଲା । ତେବେ ଯୁଯୁମୁରା, ଚାରମାଲ, ରେଢାଖୋଲ, ବୌଦ୍ଧ, ରେଙ୍ଗାଲୀ ଓ ସମ୍ବଲପୁର ଅଞ୍ଚଳରୁ ଏହିସବୁ ୨୦ଟି ବାଇକ୍ ଓ ବୋଲେରୋ ଚୋରି କରିଥିଲେ ଚୋର । ଏଥିରେ ଧନୁପାଲୀ ଥାନାରୁ ସର୍ବାଧିକ ୧୦ଟି ବାଇକ୍, ରେଙ୍ଗାଲୀ ଥାନା ଅଞ୍ଚଳରୁ ଗୋଟିଏ ବୋଲେରୋ ଓ ୫ଟି ବାଇକ୍, ଟାଉନଥାନା ଅଞ୍ଚଳରୁ ୫ଟି ବାଇକ୍ ରହିଛି । ଏମାନେ ବାଇକକୁ ଚୋରି କଲା ପରେ ଚେଚିସ ଓ ନମ୍ବର ପ୍ଲେଟ୍ ବଦଳାଇ ଦେଉଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!