Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୬ ବସ୍ତା ଗଞ୍ଜେଇ ଜବତ, ୧୦ ଗିରଫ

by ସଞ୍ଜୟ ସ୍ୱାଇଁ
May 12, 2022
in Crime, State
୭୬ ବସ୍ତା ଗଞ୍ଜେଇ ଜବତ, ୧୦ ଗିରଫ
66
VIEWS
Share on FacebookShare on Twitter

ଚିତ୍ରକୋଣ୍ଡା, (ବାଘୁଆବାର୍ତ୍ତା): ଚିତ୍ରକୋଣ୍ଡା ପୋଲିସ ପକ୍ଷରୁ ଗଞ୍ଜେଇ ଚୋରା ଚାଲାଣକାରୀଙ୍କ ଉପରେ ଚଢ଼ଉ କରାଯାଇଛି । ଏକ ସ୍ୱତନ୍ତ୍ର ଟିମ ଗଞ୍ଜେଇ ଚୋରାରେ ଚାଲାଣ କରାଯାଉଥିବାର ଖବର ପାଇ, ଗତକାଲି ରାତିରେ ନୂଆଗୁଡା ପଞ୍ଚାୟତ ଆର.ଏସ.ସି – ୧୦, ପୁରୁଣାପାଣି ଓ ରଥଗୁଡ଼ା ଅଞ୍ଚଳରେ ନାଇଟ ପାଟ୍ରୋଲିଂ କରୁଥିବା ବେଳେ ରଥଗୁଡ଼ା ଗ୍ରାମ ଠାରୁ ୭୦୦ ମିଟର ଦୂରରେ କିଛି ଵ୍ୟକ୍ତି ଏକାଠି ହୋଇ ଠିଆ ହୋଇଥିବାର ଦେଖିଥିଲେ । ପୋଲିସ ତାଙ୍କର ପିଛା କରିଥିଲେ କ୍ଷ ପୋଲିସ ଗାଡିକୁ ଦେଖି ସେମାନେ ଜଙ୍ଗଲ ଭିତରକୁ ଦୌଡିବାକୁ ଲାଗିଥିଲେ । ପୋଲିସ ପିଛା କରି ୧୦ ଜଣଙ୍କୁ କାବୁ କରିବା ସହ ୭୬ ଗୋଟି ଜରି ବ୍ୟାଗ ଭର୍ତ୍ତି ଗଞ୍ଜେଇକୁ ଜବତ କରିବାରେ ସଫଳ ହେଇଛି । ଏହି ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଚିତ୍ରକୋଣ୍ଡା ଥାନା କେଶ ନମ୍ବର ୫୯/୨୦୨୨ରେ କୋର୍ଟ ଚାଲାଣ କରାଯାଇଛି କ୍ଷ ସମୁଦାୟ ୭୬ ଟି ବ୍ୟାଗରେ ୧୭ କୁଇଣ୍ଟାଲ ୧୫ କେଜି ଆଠଶହ ଗ୍ରାମ ଗଞ୍ଜେଇ ଥିବାର ଜଣାପଡ଼ିଛି କ୍ଷ ଉକ୍ତ ଗଞ୍ଜେଇକୁ ନେଇ ସୀମାନ୍ତ ରାଜ୍ୟ ଆନ୍ଧ୍ର ପ୍ରଦେଶକୁ ଚୋରାରେ ଚାଲାଣ କରାଯାଉଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!