Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ
44
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମଇତାପୁରରେ ଥିବା ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଓ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ଜବତ କରାଯାଇଛି। ସୂଚନା ଅନୁଯାୟୀ ବାଲେଶ୍ଵର ଡିଏଫଓ ବିମଲ ପ୍ରସନ୍ନ ଆଚାର୍ୟ୍ୟଙ୍କ ନିର୍ଦ୍ଦେଶ କ୍ରମେ ଔପଦା ରେଞ୍ଜର ବବିତା ସୋରେନ, ଖୁଣ୍ଟପାଟଣା ଫରେଷ୍ଟର କିଶୋର ଚନ୍ଦ୍ର ଭୂଆଁ, କୂଳଡିହା ରେଞ୍ଜ ଷ୍ଟାଫ ସୌମ୍ୟରଂଜନ ମାଝୀ ଓ ସିମୁଳିଆ ପୋଲିସଙ୍କ ଉପସ୍ଥିତିରେ ବେଆଇନ କରତ କଳ ଉପରେ ଚଢ଼ାଉ କରିଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଓ ଯନ୍ତ୍ରପାତି ନେଇଯାଇଥିବା ଜଣାପଡିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!