Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତିଛନ୍ତି ଚୋର, ସମାନ ଢଙ୍ଗରେ ବିଭିନ୍ନ ଅଞ୍ଚଳରୁ କରୁଛନ୍ତି ଚୋରି

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ମାତିଛନ୍ତି ଚୋର, ସମାନ ଢଙ୍ଗରେ ବିଭିନ୍ନ ଅଞ୍ଚଳରୁ କରୁଛନ୍ତି ଚୋରି
63
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ପାରଳାଖେମୁଣ୍ଡି ବିଶ୍ୱନାଥ ନଗରରୁ ଚୋରି ।୧୬ ଭରି ସୁନା ଅଳଙ୍କାର, ୩୦ ହଜାର ନଗଦ ଟଙ୍କା ସହ ଅନ୍ୟାନ୍ୟ ଆସବାବ ପତ୍ର ଚୋରି ହୋଇଥିବା ଅଭିଯୋଗ । ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ । କଟର ସାହାଯ୍ୟରେ ତାଲାକାଟି ଘରେ କଳା କନା ବୁଲାଇଲେ ଦୃର୍ବୃତ୍ତ । ଘରେ କେହି ନଥିବାର ସୁଯୋଗ ନେଇ ଚୋରି କରୁଛନ୍ତି ଦୁର୍ବୃତ୍ତ । ପାରଳାଖେମୁଣ୍ଡି ମୋଡେଲ ପୋଲିସ ଥାନା ଅଞ୍ଚଳରେ ସହରର ବିଭିନ୍ନ ସାହିରୁ ଏଭଳି ସମାନ ଢଙ୍ଗରେ ପାଞ୍ଚରୁ ଅଧିକ ଚୋରି ହେଲାଣି କିନ୍ତୁ ଗୋଟିଏ ବି ମାମଲାରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇନି ପୋଲିସ । ସେପଟେ ସମାନ ଢଙ୍ଗରେ ଘରେ କେହି ନଥିବା ସମୟରେ ପ୍ରଭାତ ପାତ୍ରଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ କରିଛନ୍ତି । ଗ୍ରିଲ ଓ ତାଲା କାଟି ଆଲମାରି ଲକର ଭାଙ୍ଗି ସମସ୍ତ ସାମଗ୍ରି ଚୋରି ହୋଇଛି । ଗୋଟିଏ ପରେ ଗୋଟିଏ କାଣ୍ଡ ଭିଆଉଛନ୍ତି ଦୃବୁତ୍ତ । ପୋଲିସ ଅଭିଯୁକ୍ତର ଟେର ପାଉନି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!