Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦକୁ ନେଇ ୪ ଗୁରୁତର

by ସଞ୍ଜୟ ସ୍ୱାଇଁ
May 14, 2022
in Crime, State
ଜମିବାଡ଼ି ବିବାଦକୁ ନେଇ ୪ ଗୁରୁତର
28
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ । ଏଥିରେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅଣ୍ଡରେଇ ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଖବର ଅନୁଯାୟୀ ସୁରେନ୍ଦ୍ର ମହାରଣା, ଖଗେନ୍ଦ୍ର ମହାରଣା, ମହେନ୍ଦ୍ର ମହାରଣା ଓ ଇନ୍ଦ୍ର ମହାରଣାଙ୍କୁ ପ୍ରଫୁଲ୍ଲ ମହାରଣା ଓ ତାଙ୍କ ସହଯୋଗୀ ମାନେ ମିଶି ଭୁଜାଲିରେ ହାଣିଥିଲେ। ଯାହାଫଳରେ ଚାରି ଜଣଙ୍କର ମୁଁହ, ମୁଣ୍ଡ, ଓଠ, ଗୋଡ଼କୁ ହାଣି ରକ୍ତାକ୍ତ କରିଦେଇଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ ମାନେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସିମୁଳିଆ ମେଡ଼ିକାଲକୁ ଆଣି ଥିବା ବେଳେ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ଦୁଇ ଜଣଙ୍କୁ କଟକ ମେଡ଼ିକାଲକୁ ଅନ୍ୟ ଦୁଇ ଜଣକୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସେପଟେ ସିମୁଳିଆ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଥିବା ବେଳେ ତଦନ୍ତ ଜାରି ରଖିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!