Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଇନ୍ସପେକ୍ଟର ଗିରଫ

by ସଞ୍ଜୟ ସ୍ୱାଇଁ
May 14, 2022
in Crime, State
୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଇନ୍ସପେକ୍ଟର ଗିରଫ
236
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ। ଗତକାଲି ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଭିଜିଲାନ୍ସ ଇନ୍ସପେକ୍ଟର। ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ। ଇନ୍ସପେକ୍ଟର ମାନସୀ ଜେନାଙ୍କଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିଲା। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଆଜି ମାନସୀଙ୍କୁ ଭିଜିଲାନ୍ସ ଗିରଫ କରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!