Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜାପୁରରେ ଲାଲ୍ ବାହିନୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ସି.ଏ.ଏଫ୍ ଯବାନ ଆହତ

by ସଞ୍ଜୟ ସ୍ୱାଇଁ
May 14, 2022
in Crime, State
ବିଜାପୁରରେ ଲାଲ୍ ବାହିନୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ସି.ଏ.ଏଫ୍ ଯବାନ ଆହତ
34
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଲାଲ୍ ବାହିନୀଙ୍କ ଲଙ୍କାକାଣ୍ଡ। ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଦୁଇ ସି.ଏ.ଏଫ୍ ଯବାନ ଆହତ। ଘଟଣାସ୍ଥଳରୁ ହେଲିକପ୍ଟର ଯୋଗେ ଆହତ ଯବାନଙ୍କୁ ଏୟାରଲିପ୍ଟ କରାଯାଇ ଦନ୍ତେୱାଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସୁରକ୍ଷାବାହିନୀ ପକ୍ଷରୁ ଜୋରଦାର୍ କୁମ୍ଵିଂ ଅପରେସନ କରାଯାଇଛି। ସୂଚନାନୁଯାୟୀ, ବିଜାପୁର ଜିଲ୍ଲା ନେଲସାର ଥାନାରେ ନିୟଜିତ ଥିବା ସି.ଏ.ଏଫ ଅଷ୍ଟମ ବାଟାଲିୟନର ଯବାନମାନେ ରାସ୍ତା ନିର୍ମାଣ କାର୍ୟ୍ୟରେ ସୁରକ୍ଷା ଦେବା ଲାଗି ଯାଉଥିଲେ। ଏହି ସମୟରେ ହଠାତ୍ ବିସ୍ଫୋରଣ ହୋଇଛି । ଯବାନଙ୍କୁ ଆସିବା ଦେଖି ନକ୍ସଲମାନେ ସେଠାରେ ପୂର୍ବରୁ ଲଗାଇଥିବା ଲ୍ୟାଣ୍ଡ୍‌ମାଇନକୁ ବିସ୍ଫୋରଣ କରିଥିଲେ । ଏଥିରେ ୨ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ହେଲିକପ୍ଟର ଯୋଗେ ଏୟାରଲିପ୍ଟ କରାଯାଇ ଦନ୍ତେୱାଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ କୁମ୍ଵିଂ ଅପରେସନ ଜୋରଦାର୍ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!