Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେଳଣ ପଡ଼ିଆରେ ଯୁବକଙ୍କ ତଣ୍ଟି କାଟିବା ଘଟଣାରେ ୨ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
May 15, 2022
in Crime, State
ମେଳଣ ପଡ଼ିଆରେ ଯୁବକଙ୍କ ତଣ୍ଟି କାଟିବା ଘଟଣାରେ ୨ ଜଣ ଗିରଫ
61
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ ମେଳଣ ପଡ଼ିଆରେ ଦୁର୍ବୃତ୍ତ ମାନେ ଜଣେ ଯୁବକଙ୍କ ତଣ୍ଟି କାଟିବା ଘଟଣା । ପୋଲିସ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି । ଖବର ଅନୁଯାୟୀ, ଗତ ୫ ତାରିଖ ରାତିରେ ଶିଶୁପାଳଗଡ଼ ମେଳଣ ଚାଲିଥିବା ବେଳେ ଚିକୁ ପାତ୍ର ନାମକ ଯୁବକଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟିଦେଇଥିଲେ ଦୁର୍ବୃତ୍ତ। ଅଭିଯୋଗ ପରେ ପୋଲିସ ଆରମ୍ଭ କରିଥିଲା ପୋଲିସ । ଘଟଣାରେ ତଦନ୍ତ କରି ଧଉଳି ଥାନା ପୋଲିସ ଅଭିଯୁକ୍ତ ଦିଲ୍ଲୀପ ଭୋଇ ଓ ତାର ସହଯୋଗୀକୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରଖିଛି ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!