Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡରେ ପଡିଛି ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ରାସ୍ତା କଡରେ ପଡିଛି ଯୁବକଙ୍କ ମୃତଦେହ
68
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): କରଞ୍ଜିଆ-ରାସ୍ତା କଡରେ ପଡିଛି ଯୁବକଙ୍କ ମୃତଦେହ । ଯଶୀପୁର ଶିମିଳିପାଳ ରୋଡ଼ ସୁଆଁପାଳ ଗାଁ ନିକଟରେ ପଡିଛି ମୃତଦେହ । ମୃତକ ଜଣକ ହେଉଛନ୍ତି ରରୁଆଁର ଜିତୁ ନାଏକ । ଗତ ୧୨ ତାରିଖରେ ସୁଆଁପାଳକୁ ଏକ ବାହାଘରକୁ ଆସି ଆଉ ଘରକୁ ଫେରି ନଥିଲେ । ଏନେଇ ଏକ ନିଖୋଜ ମାମଲା ଯଶୀପୁର ଥାନାରେ ରୁଜ୍ଜୁ ହୋଇଛି । ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ କେହି ଦୁର୍ବୃତ୍ତ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ଯଶୀପୁର ପୋଲିସ ତଦନ୍ତ ଜାରି ରଖିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!