Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜାର ଭିତରେ ବାଇକ ଡିକି ଭାଙ୍ଗି ୨ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ବଜାର ଭିତରେ ବାଇକ ଡିକି ଭାଙ୍ଗି ୨ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
69
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ବାଇକ ଡିକି ଭାଙ୍ଗି ଆଖି ପିଛୁଳାକେ ୨ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଫୁଲବାଣୀ ତୁମୁଡିବନ୍ଧ ଅଞ୍ଚଳରେ। ସୋମବାର ତୁମୁଡିବନ୍ଧ ବ୍ଲକର ପୂର୍ଣ୍ଣଚନ୍ଦ୍ର ସାହୁ ନାମକ ଜଣେ ବ୍ୟବସାୟୀ ଷ୍ଟେଟବ୍ୟାଙ୍କରୁ ଦୁଇଲକ୍ଷ ଟଙ୍କା ଉଠାଇଥିଲେ। ଟଙ୍କାକୁ ନିଜ ବାଇକ ଡିକିରେ ରଖି ବଜାରର ବାଇକ ପାର୍କିଂ କରି କୌଣସି କାମରେ ଅନ୍ୟ ଏକ ଦୋକାନକୁ ଯାଇଥିଲେ। ଏହି ସମୟରେ ଦୁବୁର୍ତ୍ତମାନେ ପିଛା କରି ଆସି ବାଇକ ଡିକିଭାଙ୍ଗି ୨ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣା ପଡିଛି। ଏନେଇ ବ୍ୟବସାୟୀ ପୂର୍ଣ୍ଣଚନ୍ଦ୍ର ସାହୁ ତୁମୁଡିବନ୍ଧ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏତଲା ପାଇବାପରେ ଥାନା ଅଧିକାରି ଜୟନ୍ତ ସେଠୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ହେଲେ ଏପର୍ୟ୍ୟନ୍ତ ଲୁଟେରାମାନଙ୍କ ପତ୍ତା ମିଳିନିପାରି ନାହିଁ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!