Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ ତଳୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ ତଳୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
64
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ଭୁବନେଶ୍ୱର ସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ। ତାଙ୍କୁ ୨୨ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପୁଲିସ ଅବିନାଶଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଶିଖରଚଣ୍ଡୀ ପାହାଡ଼ ତଳୁ ଉଦ୍ଧାର କରିଥିଲା। ପରେ ତାଙ୍କୁ ଡାକ୍ତରଖାନା ନେଇଥିଲା। ଡାକ୍ତରଖାନା ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅବିନାଶଙ୍କ ମୃତଦେହ ନିକଟରୁ ପୁଲିସ ଏକ ବାଇକ୍ ଜବତ କରିଥିଲା। ପୁଲିସ ଅବିନାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ତେବେ ଅବିନାଶଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଜଣା ପଡ଼ିନାହିଁ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!