Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୁରୀଗଡ଼ିଆ ବଜାରରେ ସିରିଜ୍ ଚୋରି

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
ତୁରୀଗଡ଼ିଆ ବଜାରରେ ସିରିଜ୍ ଚୋରି
29
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ତୁରୀଗଡ଼ିଆ ବଜାରରେ ସିରିଜ୍ ଚୋରି। ୪ଟି ଦୋକାନରୁ ପ୍ରାୟ ୨ ଲକ୍ଷ ଟଙ୍କାର ଜିନିଷ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ତୁରିଗଡିଆ ବଜାରରେ ଗୟାଧର ଗାହାଣଙ୍କ ପୂଜା ସାମଗ୍ରୀ ଦୋକାନ, ମୁରଲୀଧର ମଲ୍ଲିକଙ୍କ ଗ୍ରୋସରି ଦୋକାନ, ଦାମୋଦର ସାହୁଙ୍କ ଗ୍ରୋସରୀ ଦୋକାନ ଓ କମଳାକାନ୍ତ ପାଣିଗ୍ରାହୀଙ୍କ ଗ୍ରୋସରୀ ଦୋକାନରେ ସିରିଜ୍ ଚୋରି ହୋଇଛି। ପ୍ରାୟ ୨ ଲକ୍ଷ ଟଙ୍କା ସାମଗ୍ରୀ ଚୋରି ହେଉଥିବା ଅଭିଯୋଗ ହୋଇଛି। ଖବର ପାଇ ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତୁରିଗଡିଆ ବଜାରରେ ନିୟମିତ ପୋଲିସ ତରଫରୁ ପହରା ଦିଆ ଯାଇଥିବା ବେଳେ ବାରମ୍ବାର ଚୋରୀ ହେଉଥିବା ନେଇ ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!