Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଚେକିଂ ବେଳେ ଧରାପଡ଼ିଲେ ୩ ବ୍ରାଉନସୁଗାର ବେପାରୀ, ୨ ଲକ୍ଷ ଟଙ୍କାର ଧଳାଜହର ଜବତ

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
ପୋଲିସ ଚେକିଂ ବେଳେ ଧରାପଡ଼ିଲେ ୩ ବ୍ରାଉନସୁଗାର ବେପାରୀ, ୨ ଲକ୍ଷ ଟଙ୍କାର ଧଳାଜହର ଜବତ
39
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ। ୨୧ ଗ୍ରାମ୍ ବ୍ରାଉନସୁଗାର ସହ ୩ ବେପାରୀ ଗିରଫ। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅର୍ଣ୍ଣପାଳ ଛକ ନିକଟରେ ଚେକିଂ ହେଉଥିବା ବେଳେ ୩ ବେପାରୀଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅର୍ଣ୍ଣପାଳ ଛକ ନିକଟରେ ପୋଲିସ ଦ୍ୱାରା ଚେକିଂ ହେଉଥିଲା। ଏହି ସମୟରେ ଗୋଟିଏ ବାଇକ୍ ଯୋଗେ ୩ ଜଣ ଯୁବକ ବିନା ହେଲମେଟ୍‌ରେ ବେପରୁଆ ଭାବେ ଗାଡି ଚଳାଇ ଯାଉଥିଲେ। ପୋଲିସ ସେମାନଙ୍କୁ ଅଟକାଇ ଚେକିଂ କରୁଥିବା ବେଳେ ସେମାନଙ୍କ ନିକଟରୁ ୨୧ ଗ୍ରାମର ବ୍ରାଉନସୁଗାର ସହ ନଗଦ ୨୭ ହଜାର ଟଙ୍କା ଓ ମୋବାଇଲ୍ ଜବତ ହୋଇଛି। ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ତେବେ ଏଥିରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!