Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋ ସୁରକ୍ଷାକାରୀଙ୍କ ଉପରେ ମାଫିଆଙ୍କ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
May 21, 2022
in Crime, State
ଗୋ ସୁରକ୍ଷାକାରୀଙ୍କ ଉପରେ ମାଫିଆଙ୍କ ଗୁଳିମାଡ଼
43
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ଗୋ ମାଫିଆଙ୍କ ଗୁଳି ମାଡ଼ରେ ଦୁଇ ଗୋ ସୁରକ୍ଷାକାରୀ ଗୁରୁତର । ଜଶୀପୁର ଥାନା ୪୯ ନମ୍ବର ଜାତୀୟ ରାଜପଥ ବେଗୁନିଆ ଟୋଲଗେଟ ନିକଟରେ ଘଟିଛି ଗୁଳିକାଣ୍ଡ । ଆଜି ଭୋର ୪ଟା ସମୟରେ କିଛି ଗୋ ଚାଲାଣକାରୀ ୮ଟି ୧୬ଚକିଆ ଟ୍ରକରେ କଲିକତା ଅଭିମୁଖେ ଗୋ ଚାଲାଣ କରୁଥିବା ଖବର ପାଇ କଟକ ଶାଖାର ଦେଵସେନା ଓ ବଜରଙ୍ଗଦଳର ଗୋ ସୁରକ୍ଷା କର୍ମୀ କେନ୍ଦୁଝରରୁ ପିଛାକରି ବେଗୁନିଆ ଟୋଲଗେଟ ନିକଟକୁ ଯାଇ ଗାଡିକୁ ଅଟକାଇବା ପାଇଁ ଚେଷ୍ଟା କରୁଥିବା ବେଳେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହଇଥିଲା । ତେବେ ପାଟିତୁଣ୍ଡ ଏତେ ଉଗ୍ରଥିଲା ଯେ ଗୋ ଚାଲାଣକାରୀ ଗୋ ସୁରକ୍ଷା କର୍ମୀ ଉପରକୁ ଅତର୍କିତ ୪୦ରାଉଣ୍ଡ ଗୁଳିଚାଳନା କରିଥିଲେ । ଫଳରେ ଦୁଇ ଗୋସୁରକ୍ଷା କର୍ମୀ ଗୁରୁତର ହୋଇଥିବାରୁ ତାଙ୍କୁ ପ୍ରଥମେ ଯଶୀପୁର ଓ ପରେ ବାରିପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଜଣଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ଅନ୍ୟଜଣଙ୍କ ହାତରେ ଗୁଳି ବାଜିଥିବା ଜଣାପଡ଼ିଛି । ଅନ୍ୟପଟେ ଘଟଣାକୁ ଗୁରୁତର ସହିତ ନେଇ ଜଶୀପୁର ପୋଲିସ ନେଇ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପ୍ରୟାସ ଆରମ୍ଭ କରିଛି । ତେବେ ଘଟଣା ସ୍ଥଳରୁ ଦୁଇଟି ବୋଲେରୋ ଗାଡିରେ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିବା ପୋଲିସ ସୂଚନା ଦେଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!