Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ୧୭ ଲକ୍ଷ ଟଙ୍କାର ସୁନା ଗହଣା କଳାକନା ବୁଲାଇଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
May 21, 2022
in Crime, State
ଘରେ ୧୭  ଲକ୍ଷ ଟଙ୍କାର ସୁନା ଗହଣା କଳାକନା ବୁଲାଇଲେ ଲୁଟେରା
36
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନୟାପଲ୍ଲୀ ଥାନା ଅଧିନରେ ବଡ ଧରଣର ଲୁଟ ହୋଇଛି। ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ କଳା କନା ବୁଲାଇଛନ୍ତି। ଆଇଆରସି ଭିଲେଜର ପ୍ରଫେସର ଅଭିଜିତ ମଙ୍ଗରାଜଙ୍କ ଘରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟି ନେଇଛନ୍ତି। ନୟାପଲ୍ଳୀ ଆଇଆରସି ଭିଲେଜରେ ରହୁଥିବା ପ୍ରଫେସର ଅଭିଜିତ ମଙ୍ଗରାଜ ଶୁକ୍ରବାର ଜଳେଶ୍ବର ଯାଇଥିଲେ । ଘରେ କେହି ନ ଥିବାର ସୁଯୋଗ ଦେଖି ଦୁର୍ବୃତ୍ତମାନେ ଘରର ସାମ୍ନା କବାଟ ତାଡି ଘରେ ପଶିଥିଲେ। ଘର ଭିତରୁ ୧୭ ଲକ୍ଷ ଟଙ୍କାର ସୁନା ଗହଣା ଓ ନଗଦ ଏକ ଲକ୍ଷ ୭୦ ହଜାର ଲୁଟେରା ଲୁଟି ନେଇଛନ୍ତି । ପ୍ରଫେସର ଅଭିଜିତ ଜଳେଶ୍ବରରୁ ଫେରିବା ପରେ ଘରର କବାଟ ତଡା ହୋଇଥିବା ଦେଖି ଏ ସମ୍ପର୍କ‌ରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ସହ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!