Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ପଡିଆରୁ ମିଳିଲା ମୃତଦେହ

by ସଞ୍ଜୟ ସ୍ୱାଇଁ
June 12, 2022
in Crime, State
ଗାଁ ପଡିଆରୁ ମିଳିଲା ମୃତଦେହ
54
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ପଡିଆରେ ପଡିଛି ମୃତଦେହ । ମୃତକଙ୍କ ନାମ ଜଳେଶ୍ୱର ପ୍ରଧାନ ବୋଲି ଜଣାପଡିଛି । କନ୍ଧମାଳ ଜିଲ୍ଲା ବାଲୁପାଙ୍ଗ ଗାଁରେ ଥିବା ଏକ ପଡିଆରୁ ଜଳେଶ୍ୱରଙ୍କ ମୃତଦେହ ଠାବ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଶନିବାର ଜଳେଶ୍ୱର ପ୍ରଧାନ ଓ କିଛି ବ୍ୟକ୍ତି ଦାରିଙ୍ଗବାଡି ପାଖ ପକାରୀ ଗାଁକୁ ଭୋଜି ଖାଇବାକୁ ଯାଇଥିଲା । କିନ୍ତୁ ସେଠାରୁ ଆଉ ସେ ଘରକୁ ଫେରିନଥିଲେ । ବିଳମ୍ବିତ ରାତି ଯାଏଁ ଘରକୁ ନେଫରିବା ଦେଖି, ପରିବାର ଲୋକ ବହୁତ ବ୍ୟସ୍ତ ହୋଇଥିଲେ । ଏପିରିକି ବିଭିନ୍ନ ସ୍ଥାନରେ ମଧ୍ୟ ଖୋଜାଖୋଜି କରିଥିଲେ । ସକାଳ ସମୟରେ ଘର ପାଖରେ ଥିବା ଖୋଲା ପଡିଆରୁ ଜଳେଶ୍ୱରଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ପରେ ଜି. ଉଦୟଗିରି ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି । ଜଳେଶ୍ୱର ବିବାହିତ, ତାଙ୍କର ଚାରୋଟି ପୁଅ-ଝିଅ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!