Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ଛତିଶଗଡ ଯୁବକ ଗୋଡାଇ ଗୋଡାଇ ଲୋକଙ୍କୁ ମାରିଲେ ଛୁରୀ

by ସଞ୍ଜୟ ସ୍ୱାଇଁ
June 13, 2022
in Crime, State
ରାଜଧାନୀରେ ଛତିଶଗଡ ଯୁବକ ଗୋଡାଇ ଗୋଡାଇ ଲୋକଙ୍କୁ ମାରିଲେ ଛୁରୀ
107
VIEWS
Share on FacebookShare on Twitter

ଭୁବନେଶ୍ବର , (ବାଘୁଆବାର୍ତ୍ତା): ରାଜଧାନୀରେ ଛତିଶଗଡ଼ ଯୁବକଙ୍କ ଆତଙ୍କ । ଭୁବନେଶ୍ବରରେ ଲୋକଙ୍କୁ ଗୋଡାଇ ଗୋଡାଇ ଛୁରୀ ମାରିଲେ ଯୁବକ । ଭିଏସଏସ ନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଛୁରାମାଡରେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ତେବେ ଖବର ପାଇ ସହିଦ ନଗର ଥାନା ପୋଲିସ ଯୁବକଙ୍କୁ କାବୁ କରିଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଭିଏସଏସ ନଗରରେ ଛତିଶଗଡ ଯୁବକଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି । ଲୋକଙ୍କୁ ଗୋଡାଇ ଗୋଡାଇ ଛୁରା ମାଡ କରୁଥିବା ଦେଖିବାକୁ ମିଳିଥିଲା । ଏମିତିକି ଛୁରାମାଡରେ ଅନେକ ଲୋକ ଆହତ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି । ଛତିଶଗଡ ଯୁବକଙ୍କ ଏଭଳି କାଣ୍ଡ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସହିଦ ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଯୁବକଙ୍କୁ କାବୁ କରିଛି । ତେବେ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ସେ କାହିଁକି ଏଭଳି କାଣ୍ଡ ଭିଆଇଛନ୍ତି ତାହା ମଧ୍ୟ ସ୍ପଷ୍ଟ ଜଣାପଡିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!