Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ବ୍ୟବସାୟୀ ଶ୍ରୀବତ୍ସ ଜେନାଙ୍କ ଘରେ ଆୟକର ଚଢାଉ

by ସଞ୍ଜୟ ସ୍ୱାଇଁ
June 16, 2022
in Crime, State
ଖଣି ବ୍ୟବସାୟୀ ଶ୍ରୀବତ୍ସ ଜେନାଙ୍କ ଘରେ ଆୟକର ଚଢାଉ
164
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଖଣି ବ୍ୟବସାୟୀ ଶ୍ରୀବତ୍ସ ଜେନାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟକର ଫାଙ୍କିବା ଅଭିଯୋଗରେ ଚଢ଼ାଉ ହେଉଥିବା ନେଇ ସୂଚନା ମିଳିଛି । ଶ୍ରୀବତ୍ସ ଜେନାଙ୍କ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ ସି/୧୭ ଘରେ ଚଢାଉ ଜାରି ରହିଛି । ଚଢାଉରେ ସ୍ଥାନୀୟ ତହସିଲଦାରଙ୍କ ସହ ଅନେକ ସରକାରୀ କର୍ମଚାରୀ ସାମିଲ ଅଛନ୍ତି । ତେବେ ଯାଜପୁର ଡଙ୍କାରି ପାହାଡ଼ରୁ ପଥର ଖୋଳା ମାମଲା ଚଢାଉ କରାଯାଇଥିବା ସୂଚନା ମିଳୁଛି । ବିନା ନିଲାମରେ ଡଙ୍କାରି ପାହାଡ଼ରୁ ଖୋଳା ଚାଲିଥିଲା । ୫୯ କୋଟି ଟଙ୍କାର ଅଧିକ ପଥର ଖୋଳି ଚାଲାଣ କରିଥିବା ଅଭିଯୋଗ ହୋଇଥିଲା । ଏହାପରେ ଆୟକର ବିଭାଗର ଟାର୍ଗେଟ୍‌ରେ ଥିଲେ ଶ୍ରୀବତ୍ସ । ତେବେ ଗୁରୁବାର ତାଙ୍କ ଘରେ ଆୟକର ବିଭାଗ ଟିମ୍ ପକ୍ଷରୁ ଚଢାଉ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!