Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୮ କେଜି ୬୦୦ ଗ୍ରାମ୍‌ ଗଞ୍ଜେଇ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
August 19, 2021
in Crime, State
୧୦୮ କେଜି ୬୦୦ ଗ୍ରାମ୍‌ ଗଞ୍ଜେଇ ଜବତ, ୩ ଗିରଫ
61
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ ୧୦୮ କେଜି ୬୦୦ ଗ୍ରାମ୍‌ ଗଞ୍ଜେଇ ଜବତ କରିଛି। ଏଥିସହ ସଂପୃକ୍ତ ୩ଜଣ ବେପାରୀଙ୍କୁ ଗିରଫ କରାଯାଇଛି। ମାଛକୁଣ୍ଡ ଅଞ୍ଚଳରୁ ରାଜସ୍ଥାନକୁ ଏକ କାର୍‌ (ଆର୍‌କେ ୧୪ସିୟୁ -୭୬୭୪) ଯୋଗେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ମାଛକୁଣ୍ଡ ଥାନା ଅଧିକାରୀ ପ୍ରଫୁଲ୍ଲ ଲାକ୍ରାଙ୍କ ନେତୃତ୍ୱରେ ଏକ ଟିମ୍‌ ଟିକାପୁଟ ଛକଠାରେ ଜଗି ରହିଥିଲା। ଦ୍ରୁତଗତିରେ ସମ୍ପୃକ୍ତ କାର୍‌ଟି ଆସିବାରୁ ଏହାକୁ ଅଟକାଇ ଯାଞ୍ଚ କରାଯାଇଥିଲା। ଜବତ ଗଞ୍ଜେଇର ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏହି ମାମଲାରେ ରାଜସ୍ଥାନ ଅଞ୍ଚଳର ଜିତେନ୍ଦ୍ର ସିଂ, ମହମ୍ମଦ ଆଝାରୁଦ୍ଦିନ ଓ ସନ୍ତୋଷ କୁମାରକୁ ଗିରଫ କରାଯାଇଛି। ଏନେଇ କେସ୍‌ ନଂ ୬୫/୨୧ରେ ଏକ ମାମଲା ରୁଜୁ ହୋଇଥିବା ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ କୁମାର ମହାପାତ୍ର କହିଛନ୍ତି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!