Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଙ୍କୁ ହତ୍ୟା ଧମକ

by ସଞ୍ଜୟ ସ୍ୱାଇଁ
June 19, 2022
in Crime, State
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଙ୍କୁ ହତ୍ୟା ଧମକ
376
VIEWS
Share on FacebookShare on Twitter

ତିର୍ତ୍ତୋଲ, (ବାଘୁଆବାର୍ତ୍ତା): ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କର ପ୍ରେମିକା ସୋମାଲିକା ଦାଶଙ୍କ ବିବାହକୁ ନେଇ ଅଡ଼ୁଆ ବଢି ବଢି ଚାଲିଥିବା ବେଳେ ଆଜି ସୋସିଆଲ ମିଡିଆରେ ଏହି ସମ୍ପର୍କୀୟ ଏକ ଅଡିଓ ଭାଇରାଲ ହେବା ଘଟଣା ଏହାକୁ ଅଧିକ ରୋଚକ କରିଛି । ଦୁଇ ଜଣ ବ୍ୟକ୍ତିଙ୍କ ମଧ୍ୟରେ ଫୋନରେ କଥୋପ କଥନ ହେଉଥିବା ଏହି ଅଡିଓରେ ଜନୈକ ବ୍ୟକ୍ତି ବିଧାୟକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଉଥିବା ସହ ତାଙ୍କୁ ହତ୍ୟା କରିବା ପାଇଁ ଧମକ ମଧ୍ୟ ଦେଉଛନ୍ତି । ତେବେ ଏହି ବ୍ୟକ୍ତି ଜଣକ କିଏ ? ଏମାନଙ୍କର ଏହି ଘଟଣା ସହିତ କଣ ସମ୍ପର୍କ ତାହା ଜଣା ପଡିନାହିଁ । ତେବେ ଏହି ବିବାଦୀୟ ଅଡିଓଟି ଭାଇରାଲ ହେବା ପରେ ସାଧାରଣରେ ଅଧିକ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାକୁ ନେଇ ବିଧାୟକ ଭୟଭୀତ ହୋଇ ପଡିଛନ୍ତି । ତେବେ ବିଧାୟକଙ୍କ ବିବାହ ଘଟଣା ସାରା ରାଜ୍ୟରେ ଆଲୋଚନାର ବିଷୟ ପାଲଟି ଥିବା ବେଳେ ଏହି ସମୟରେ ସୋସିଆଲ ମିଡିଆରେ ଏ ମୋବାଇଲରୁ ସେ ମୋବାଇଲକୁ ଘୁରି ବୁଲୁଥିବା ଏହି ଭାଇରାଲ ଅଡିଓଟି କାହାର ସ୍ୱର ସେ ବାବଦରେ ଜଣାପଡ଼ିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!