Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ଜଙ୍ଗଲରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ
21
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ୧୭ ଦିନ ହେବ ନିଖୋଜ ଥିବା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଆଜି ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଵାଉଁଶୁଣି ଗାଁ ନିକଟରେ। ମୃତ ଯୁବକ ଜଣଙ୍କ ହେଲେ ସୁରେଶ ଭୋଇ। ତାଙ୍କୁ ୨୨ବର୍ଷ ହୋଇଥିଲା। ତାଙ୍କ ଘର ଵାଉଁଶୁଣି ଗାଁ ନିକଟରେ। ଗତ ୩ ତାରିଖରୁ ସୁରେଶ ଘରୁ ସାଇକେଲ ନେଇ କୁଆଡ଼େ ଚାଲି ଯାଇଥିଲେ। ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଏନେଇ ସୁରେଶଙ୍କ ବାପା ବିନିକା ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳେ ଜଣେ ମହିଳା ଗାଁ ନିକଟରେ ଥିବା ଡୁଗୁମାଳି ଜଙ୍ଗଲକୁ ଶୌଚ କରିବା ପାଇଁ ଯାଇଥିଲେ। ସେଠାରେ ସୁରେଶଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ସୁରେଶଙ୍କ ପରିବାର ଲୋକ ଓ ଗ୍ରାମବାସୀଙ୍କୁ ଜଣାଇଥିଲେ। ପରିବାର ଲୋକେ ଏନେଇ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ସୁରେଶ ମାନସିକ ରୋଗୀ ଥିଲେ ବୋଲି ତାଙ୍କ ପରିବାର ଲୋକ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!