Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ପଞ୍ଝାରେ ଗଞ୍ଜେଇ ବେପାରୀ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ଏସଟିଏଫ ପଞ୍ଝାରେ ଗଞ୍ଜେଇ ବେପାରୀ
22
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଏସଟିଏଫ ପଞ୍ଝାରେ ଗଞ୍ଜେଇ ବେପାରୀ । ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ କରି ରଣମୁନା ଦୋରା ନାମକ ଯୁବକକୁ ଗିରଫ କରିଛି ଏସଟିଏଫ । ରଣମୁନା ଦୋରା ହେଉଛନ୍ତି ଗଞ୍ଜାମ ଧରମପୁରର । ହାଇଓ୍ବା ଗାଡିର ସ୍ବତନ୍ତ୍ର ଚ୍ୟାମ୍ବର କରି ବେପାର ଚଳାଇଥିଲେ ଗଞ୍ଜେଇ ବେପାରୀ । ତେବେ ହାଇଓ୍ବା ଗାଡିରେ ଚୋରା ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଏସଟିଏଫକୁ ସୂଚନା ମିଳିଥିଲା । ଏହାପରେ ଏସଟିଏଫ ଟିମ୍ ଚଢାଉ କରି ଗାଡିଟିକୁ ଧରିଥିଲା । ଗାଡିରୁ ଗଞ୍ଜେଇ ଜବତ କରି ଜଣଙ୍କୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!