Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଟାଙ୍ଗି ପୋଲିସ ଦ୍ବାରା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ପଟାଙ୍ଗି ପୋଲିସ ଦ୍ବାରା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ
17
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ପଟାଙ୍ଗି ପୋଲିସ ଦ୍ବାରା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଉତ୍ତରପ୍ରଦେଶକୁ ଚାଲାଣ କରାଯାଉଥିବା ବେଳେ ଜାତୀୟ ରାଜପଥ ୨୬ ପଟାଙ୍ଗି ନିକଟରେ ଧରିଛି ପୋଲିସ । କଣ୍ଟେନର ଗାଡି, କାର ଜବତ କରି ୩ ଜଣକୁ ଗିରଫ କରିଛି । ଗିରଫ ଦୁଇ ଜଣ ଉତ୍ତରପ୍ରଦେଶର ଓ ଜଣେ ପଟାଙ୍ଗି ଅଂଚଳର । ଦୁଇଟି ମୋବାଇଲ ଓ ନଗଦ ୨୦୨୦ ଟଙ୍କା ଜବତ କରିଛି ପୋଲିସ । କୁନ୍ଦୁଲି ଅଞ୍ଚଳରୁ ଶୁଙ୍କି ଦେଇ ଗଞ୍ଜେଇ ଚୋରାଚାଲାଣ ବେଳେ ଧରାପଡିଛି । ତଦନ୍ତ ଜାରି ରହିଛି ବୋଲି ସୁନାବେଡା ଏସଡିପିଓ ମନୋଜ କୁମାର ବେହେରା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!