Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ କଙ୍କାଳ ମିଳିବା ମାମଲାରେ ଫରେଷ୍ଟ ଗାର୍ଡ ଙ୍କୁ ଚାକିରିରୁ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ହାତୀ କଙ୍କାଳ ମିଳିବା ମାମଲାରେ ଫରେଷ୍ଟ ଗାର୍ଡ ଙ୍କୁ ଚାକିରିରୁ ନିଲମ୍ବିତ
42
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ହାତୀ କଙ୍କାଳ ମିଳିବା ମାମଲାରେ ବନ ବିଭାଗ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ଚାକିରିରୁ ନିଲମ୍ବିତ କରିଛି। ଏଥିସହ ତାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଗତ ୧୪ ତାରିଖରେ ଆଠଗଡ ବନ ବିଭାଗ ପକ୍ଷରୁ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ୬ ଜଣ ବନ କର୍ମଚାରୀ ନିଲମ୍ବିତ ହୋଇଥିବା ବେଳେ ମୋଟ୍‌ ୭ ଜଣ ଗିରଫ ହୋଇଛନ୍ତି। ଅନ୍ୟପକ୍ଷରେ ହାତୀକୁ ଗୁଳି ମାମଲାରେ ବନ ବିଭାଗ ୩ ଜଣକୁ ଗିରଫ କରିଛି। ନରସିଂହପୁର ପୂର୍ବ ବନାଞ୍ଚଳ ଜୟପୁର ସେକ୍‌ସନରେ ଗୁଳିବିଦ୍ଧ ଦନ୍ତାହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ତଦନ୍ତ ପାଇଁ ବନ ବିଭାଗ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଶିକାରୀମାନେ ହେଲେ ସୂର୍ୟ୍ୟମଣି ନାୟକ(୪୨), ଗଙ୍ଗାଧର ନାୟକ(୬୨) ଓ ଦିବାକର ସାହୁ। ଅଭିଯୁକ୍ତଙ୍କ ଘର ନରସିଂହପୁର ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ବନ ବିଭାଗ ଏମାନଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ଏ ନେଇ ଆଠଗଡ଼ ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!