Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍ ଜବତ

by ସଞ୍ଜୟ ସ୍ୱାଇଁ
June 22, 2022
in Crime, State
୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍ ଜବତ
28
VIEWS
Share on FacebookShare on Twitter

ଚାନ୍ଦବାଲି, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ଚାନ୍ଦବାଲି ସଦର ପଟ୍ରୋଲ ପମ୍ପ୍ ନିକଟରେ ୨ଟି ଚୋରା କୋଇଲା ବୋଝେଇ ପିକଅପ୍‌ ଭ୍ୟାନକୁ ଜବଦ କଲା ଚାନ୍ଦବାଲି ପୋଲିସ । ଚାନ୍ଦବାଲି ଥାନା ଅଧିକାରୀ କରୁଣାକର ରାଉତ ବୁଧବାର ବଳମ୍ବିତ ରାତିରେ ୨ଟି ଚୋରା କୋଇଲା ବୋଝେଇ ପିକଅପ୍ ଭ୍ୟାନ୍‌କୁ ଜବତ କରିଛି । କୋଇଲା ଗାଡ଼ି ଧାମରା ରେଳପଥରୁ ଚୋରା କୋଇଲା ନେଇ ଯଶୀପୁର ଅଞ୍ଚଳରୁ ବାହାରି ଚାନ୍ଦବାଲି ଆସୁଥିବା ସମୟରେ ଚାନ୍ଦବାଲି ପୋଲିସ ଖବର ପାଇ ଚୋରା କୋଇଲା ଗାଡିକୁ ଚାନ୍ଦବାଲି ପଟ୍ରୋଲ ପମ୍ପ ନିକଟରୁ ଗାଡ଼ିକୁ ଧରିଥିଲେ । ପୋଲିସକୁ ଦେଖି ପିକଅପ୍ ଭ୍ୟାନ୍ ଚାଳକ ଫେରାର ହୋଇଯାଇଥିଲେ । ଗାଡିକୁ ଧରିବା ପରେ ଚାନ୍ଦବାଲି ପୋଲିସ ଥାନାକୁ ଆଣି ଅଧିକ ତଦନ୍ତ କରୁଛି । ଏନେଇ ଚାନ୍ଦବାଲି ଥାନାରେ ଦୁଇଟି ମାମଲା ରୁଜୁ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!