Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଚୁର ପରିମାଣର କଫସିରପ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
June 23, 2022
in Crime, State
ପ୍ରଚୁର ପରିମାଣର କଫସିରପ ଜବତ, ଜଣେ ଗିରଫ
79
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କଫସିରପ କାରବାର। ସୋହେଲା ଅଞ୍ଚଳର ଗର୍ଭଣା ଗ୍ରାମରୁ ୮୯୦ ବୋତଲ କଫସିରପ ଜବତ। ଜଣେ ଅଭିଯୁକ୍ତ ଗିରଫ। ବରଗଡ଼ ଅବକାରୀ ବିଭାଗକୁ ବଡ଼ ସଫଳତା। ସୋହେଲା ଅଞ୍ଚଳରେ ପେଟ୍ରୋଲିଂ କରୁଥିବା ସମୟରେ ବିଶ୍ୱସ୍ଥ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଗର୍ଭଣା ଗ୍ରାମର ଶରତ ଚନ୍ଦ୍ର ଆଚାର୍ୟ୍ୟଙ୍କ ଘରେ ଚଢ଼ାଉ କରିଥିଲା। ଏହି ସମୟରେ ୮୯୦ ବୋତଲ କଫସିରପ ଜବତ ହୋଇଛି। ଏହା ସହ ଶରତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ତେବେ ଜବତ ହୋଇଥିବା ସଫସିରପର ମୂଲ୍ୟ ୧ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ସୂଚନା ମିଳିଛି। ଆଜି ଅଭିଯୁକ୍ତ ଶରତ ଚନ୍ଦ୍ର ଆଚାର୍ୟ୍ୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ବରଗଡ଼ ଅବକାରୀ ଥାନା ଅଧିକାରୀ ରଶ୍ମିତା ଲେକ୍ରା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!