Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗର ଫାସରେ ଫସିଲେ ଗଞ୍ଜେଇ ବ୍ୟବସାୟୀ

by ସଞ୍ଜୟ ସ୍ୱାଇଁ
June 23, 2022
in Crime, State
ଅବକାରୀ ବିଭାଗର ଫାସରେ ଫସିଲେ ଗଞ୍ଜେଇ ବ୍ୟବସାୟୀ
84
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଗଞ୍ଜେଇ ବ୍ୟବସାୟୀଙ୍କୁ ଧରପଗଡ କରିବା ପାଇଁ ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ କରାଯାଇଥିଲା ସୁ-ବନ୍ଦୋବସ୍ତ । ଗଞ୍ଜେଇ ବ୍ୟବସାୟୀ ଜଣକ ଗଞ୍ଜେଇ ବିକ୍ରୀ କରିବା ପାଇଁ ଗରାଖ ଖୋଜିଲେ ଆଉ ସେହି ସମୟରେ କ୍ରୟ କରିବା ପାଇଁ ଅବକାରୀ ବିଭାଗ ପକ୍ଷରୁ କର୍ମଚାରୀ ପୂର୍ବ କଳ୍ପିତ ନାଟକ ପରିବେଷଣ କରିଥିଲେ । ହେଲେ ଅବକାରୀ ବିଭାଗର ଏହି ନାଟକ ସମ୍ପର୍କରେ ବିଚରା ଗଞ୍ଜେଇ ବ୍ୟବସାୟୀ ଜାଣିପାରିଲେ ନାହିଁ । ଆଉ ଶେଷରେ ଅବକାରୀ ବିଭାଗର ଛଦ୍ମବେଶଧାରୀ ଲୋକଙ୍କୁ ବ୍ୟବସାୟୀ ଜଣକ ଗଞ୍ଜେଇ ବିକ୍ରୀ କରିବା ବେଳେ ଧରାପଡି ଯାଇଥିଲେ । ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ କୁହୁଡ଼ି ରେଳ ଷ୍ଟେସନ ନିକଟରେ । ଗିରଫ ଗଞ୍ଜେଇ ବ୍ୟବସାୟୀ ଜଣକ ହେଉଛନ୍ତି କୁହୁଡ଼ି ଗ୍ରାମର ଅଜୟ ଭୋଇ । ଗଞ୍ଜେଇ ବ୍ୟବସାୟୀଙ୍କ ଠାରୁ ୧୫ ହଜାର ଟଙ୍କାର ଗଞ୍ଜେଇ ଜବତ ହୋଇଥିବା ଟାଙ୍ଗୀ ଅବକାରୀ ବିଭାଗର ଅଧିକାରୀ ଆଲୋକ ପ୍ରଧାନ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!