Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଶ୍ରୀ ରଘୁନାଥ ମନ୍ଦିର ରୁ ବିଗ୍ରହ ଚୋରୀ, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
ନୟାଗଡ଼ ଶ୍ରୀ ରଘୁନାଥ ମନ୍ଦିର ରୁ ବିଗ୍ରହ ଚୋରୀ, ଥାନାରେ ମାମଲା
311
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ଼ ଶ୍ରୀ ରଘୁନାଥ ମନ୍ଦିର ରୁ ବିଗ୍ରହ ଚୋରୀ । ନୟାଗଡ଼ ଗୁଣ୍ଡିଚା ମନ୍ଦିର ପରିସରରେ ଥିବା ଶ୍ରୀ ରଘୁନାଥ ଙ୍କ ମନ୍ଦିର ଭିତରୁ ବହୁ ପୁରାତନ ପିତ୍ତଳ ନିର୍ମିତ ରାଧା ମୁର୍ତ୍ତି ଚୋରି ଯାଇଥିବା ନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଟାଉନଥାନା ରେ ଅଭିଯୋଗ କରିଛନ୍ତି । ଲିଖିତ ଅଭିଯୋଗ ଅନୁଯାୟୀ ମନ୍ଦିର ସୁପରଭାଇଜର ଗତ ୨୩ ତାରିଖରେ ୧୦ ଘଣ୍ଟା ସମୟରେ ମନ୍ଦିର ରୁ ରାଧା ମୂର୍ତ୍ତି ଚୋରି ହୋଇଥିବା ସମ୍ପର୍କରେ ୨୪ ତାରିଖ ରେ ସାଧାରଣ ଲୋକଙ୍କ ଠାରୁ ଶୁଣିବାକୁ ପାଇଥିଲେ । ଏହି ଚୋରି ଘଟଣାରେ ମନ୍ଦିର ସୂଆର ଏବଂ ଟହଲିଆ ଙ୍କ ହାତ ଥିବା ସନ୍ଦେହ କରି ଏହି ଦୁଇଜଣ ଙ୍କ ନାମରେ ଥାନାରେ ଅଭିଯୋଗ କରିଛନ୍ତି । ଅନ୍ୟପକ୍ଷରେ ଚୋରୀ ସମ୍ପର୍କରେ ସୂଆର ଏବଂ ଟହଲିଆ ମନ୍ଦିର ନିକଟସ୍ଥ ଜଣେ ବ୍ୟକ୍ତି ମନ୍ଦିର କୁ ଦର୍ଶନ କରିବାକୁ ଆସି ମୂର୍ତ୍ତି କୁ ନେଇ ଦୈାଡି ପଳାଇଥିବା ସର୍ବସାଧାରଣ ଙ୍କ ଆଗରେ ପ୍ରକାଶ କରୁଛନ୍ତି । ଥାନା ରେ ଅଭିଯୋଗ ପରେ ମୂର୍ତ୍ତି ଚୋରି ଘଟଣାକୁ ଗୁରୁତର ସହ ନେଇ ଟାଉନ ଥାନା ଆଇଆଇସି ପ୍ରଜ୍ଞା ପାରମିତାଙ୍କ ନିର୍ଦ୍ଦେଶ କ୍ରମେ ଏସ ଆଇ ଧର୍ମେନ୍ଦ୍ର ଶିଆଳ ତଦନ୍ତ ଜାରି ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!