Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୦ଗ୍ରାମ୍ ସୁନା ଅଳଙ୍କାର ସହ ୫୮ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
୮୦ଗ୍ରାମ୍ ସୁନା ଅଳଙ୍କାର ସହ ୫୮ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
35
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଘର ଗ୍ରୀଲ୍ ତାଡି ଚୋରୀ । ବାଲିଅନ୍ତା ଥାନା ବାଳକାଟି ଫାଣ୍ଡି ନିକଟ କଲେଜ ରାସ୍ତାରେ ଥିବା ମନୋଜ ମଣ୍ଡଳଙ୍କ ଘରୁ ୮୦ଗ୍ରାମ୍ ସୁନା ଅଳଙ୍କାର ସହ ୫୮ ହଜାର ଟଙ୍କା ଚୋରି କରି ନେଇଛନ୍ତି । ସୂଚନାଯୋଗ୍ୟ ଯେ, ଶୁକ୍ରବାର ରାତିରେ ମନୋଜଙ୍କ ପରିବାର ଘରେ ଶୋଇଥିଲେ । ବିଳମ୍ବିତ ରାତିରେ ଗୋଟିଏ ବଖରାର କବାଟ ଖୋଲି ନଥିଲା । ପରେ ଘର ଝରକା ଗ୍ରୀଲ୍ ଭଙ୍ଗା ଯାଇଥିବା ମନୋଜ ଦେଖିଥିଲେ । ଘରେ ଥିବା ଆଲମାରୀରେ ଥିବା ୮୦ଗ୍ରାମ ସୁନା, ୫୮ ହଜାର ଟଙ୍କା ଚୋରି ହୋଇଥିଲା । ଝରକା ଗ୍ରୀଲ୍ ତାଡି ଚୋରମାନେ ଗ୍ରୀଲ୍ କୁ ଫିଙ୍ଗିଦେଇଛନ୍ତି । ଘଟଣାରେ ଏକ ଗ୍ୟାଙ୍ଗ ସଂପୃକ୍ତି ଥିବା ଅନୁମାନ କରୁଛି ପୋଲିସ । ବାଲିଅନ୍ତା ପୋଲିସ ଏବଂ ବାଳକାଟି ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ କରୁଛି । ଘରେ ଲଗାଯାଇଥିବା ସିସିଟିଭିରୁ ଚୋର ସମ୍ପର୍କରେ ଟେର୍ ପାଇବା ପାଇଁ ପୋଲିସ ଚେଷ୍ଟା କରୁଛି । ଫାଣ୍ଡି ପାଖ ଅଞ୍ଚଳରୁ ଏଭଳି ଚୋରିକୁ ନେଇ ସ୍ଥାନୀୟ ଲୋକେ ଚିନ୍ତା ପ୍ରକଟ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!