Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ଭାଇକୁ କଟୁରୀରେ ହାଣିଲା ସାନଭାଇ

by ସଞ୍ଜୟ ସ୍ୱାଇଁ
June 26, 2022
in Crime, State
ବଡ଼ ଭାଇକୁ କଟୁରୀରେ ହାଣିଲା ସାନଭାଇ
42
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ସଂପର୍କରେ ଲାଗିଲା ରକ୍ତର ଛିଟା । କଟୁରୀରେ ବଡ଼ ଭାଇକୁ ହାଣିଲା ସାନଭାଇ। ମୟୂରଭଞ୍ଜ ବାରିପଦା ସଦର ଥାନା ମାଧପୁର ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ୪୫ବର୍ଷୀୟ ମେଘରାୟ ସରେନ। ଖବର ଅନୁଯାୟୀ, ବଡ଼ ଭାଇ ମେଘରାୟ ପ୍ରତିଦିନ ନିଶା ଶକ୍ତ ଅବସ୍ଥାରେ ଘରକୁ ଆସି ପରିବାର ସଦସ୍ୟଙ୍କୁ ଗାଳି ଗୁଳଜ କରୁଥିଲେ। ଶନିବାର ମଧ୍ୟ ବଡଭାଇ ନିଶା ଶକ୍ତ ଅବସ୍ଥାରେ ଆସି ଘରେ ଶୋଇଥିବା ସାନ ଭାଇ ସହ କଳହ କରିଥିଲେ। ସାନଭାଇ ଲକ୍ଷ୍ମଣ ସରେନ କ୍ରୋଧର ବଶବର୍ତ୍ତୀ ହୋଇ କଟୁରୀ ସାହାଯ୍ୟର ବଡ଼ ଭାଇକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସାନ ଭାଇ ଲକ୍ଷ୍ମଣ ସରେନକୁ ଘଟଣା ସ୍ଥଳରୁ ଗିରଫ କରିଛି ବାରିପଦା ସଦର ପୋଲିସ। ପୋଲିସ ଓ ବାରିପଦାର ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ବାରିପଦା ପୋଲିସ ମାମଲା ରୁଜ୍ଜୁ କରିବା ସହ ହତ୍ୟାରେ ବ୍ୟବହୃତ କଟୁରୀ ଜବତ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!