Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଡି ଚକରେ ଗଞ୍ଜେଇ ଚାଲାଣ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
June 27, 2022
in Crime, State
ଗାଡି ଚକରେ ଗଞ୍ଜେଇ ଚାଲାଣ, ୩ ଗିରଫ
163
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଗାଡି ଚକରେ ଗଞ୍ଜେଇ ଚାଲାଣ। ସାଉଥ୍ ମୁଭି ପୁଷ୍ପାଠୁ ବଳିଗଲା ଗଞ୍ଜେଇ ଚାଲାଣର ଏହି ତରିକା। ଅଭିନବ ଢ଼ଙ୍ଗରେ ପୁଲିସ ଆଖିରେ ଧୂଳି ଦେଇ ଚାଲାଣକାରୀ ଗଞ୍ଜେଇ ବେପାର କରୁଥିଲେ। କଟକ ଓଏମପି ଛକରେ ଏକ ଗାଡ଼ି ଟାୟାର ଭିତରୁ ଜବତ ହୋଇଛି ପୁଳା ପୁଳା ଗଞ୍ଜେଇ। ଟାୟାର କାଟି ପ୍ୟାକେଟ ପ୍ୟାକେଟ ଗଞ୍ଜେଇ ରଖାଯାଇଥିବା ଅବକାରୀ ବିଭାଗର ଚଢ଼ାଉ ବେଳେ ଧରାପଡିଛି। ସେହିପରି ଟାଙ୍ଗିରେ ଏକ ବୋଲେରୋ ଭିତରେ ହୋଇଥିବା ସିକ୍ରେଟ ଚାମ୍ବରରୁ ବିପୁଳ ଗଞ୍ଜେଇ ଜବତ ହୋଇଛି। ରବିବାର ଦୁଇଟି ପୃଥକ ପୃଥକ ସ୍ଥାନରେ ଚଢାଉ କରି ବେଆଇନ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ କରିଛି କଟକ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ। ଜବତ ଗଞ୍ଜେଇର ଓଜନ ୧୭୨ କେଜି ହେବ। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ବୋଲି ଜଣାପଡିଛି। ଏହି ମାମଲାର ୩ଜଣଙ୍କୁ ଗିରଫ କରିଛି ସ୍ପେଶାଲ ଟିମ୍। ଅନ୍ୟପକ୍ଷରେ ଆଜି ରାୟଗଡ଼ା ମୁନିଗୁଡ଼ାରୁ ସାଢ଼େ ୬ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହି ମାମଲାରେ ପୁଲିସ ୪ଜଣଙ୍କୁ ଗିରଫ କରିଛି। ଟ୍ରକରେ ଦିଲ୍ଲୀ ଚାଲାଣ ବେଳେ ପୁଲିସ୍‌ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୬ ଲକ୍ଷ ଟଙ୍କା ହେବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!