Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ଶହ ଲିଟର ମହୁଲ ପୋଚ ସହ ୬୦ଲିଟର ମଦ ଜବତ

by ସଞ୍ଜୟ ସ୍ୱାଇଁ
June 28, 2022
in Crime, State
୧୮ଶହ ଲିଟର ମହୁଲ ପୋଚ ସହ ୬୦ଲିଟର ମଦ ଜବତ
50
VIEWS
Share on FacebookShare on Twitter

ପଦ୍ମପୁର, (ବାଘୁଆବାର୍ତ୍ତା): ପଦ୍ମପୁର ଅବକାରୀ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ମଦ ରନ୍ଧା ହେଉଥିବା ଖବର ପାଇ ପଦ୍ମପୁର ଅବକାରୀ ବିଭାଗ ପକ୍ଷରୁ ସମାରପାଲି ଓ ଗୁଣ୍ଡିଚାପାଲିଠାରେ ଚଢ଼ାଉ କରାଯାଇଥିଲା । ଏହି ଚଢ଼ାଉ ସମୟରେ ସମାରପାଲିଠାରେ ୧୮୦୦ ଲିଟର ମହୁଲ ପୋଚ ସହ ୬୦ ଲିଟର ମଦ ଜବତ କରାଯାଇଥିଲା । ଗୁଣ୍ଡିଚାପାଲିଠାରେ ୮୦ ଲିଟର ରନ୍ଧାମଦ ଜବତ କରିବା ସହ ଦିଲ୍ଲୀପ ରଣା ନାମକ ଜଣେ ବ୍ୟକ୍ତିକୁ ଗିରଫ କରିବା ସହ କୋର୍ଟ ଚାଲାଣ କରାଯାଇଥିବା ପଦ୍ମପୁର ଅବକାରୀ ଥାନା ଏସଆଇ ଏଚ ଜଗା ରାଓ ସୂଚନା ଦେଇଛନ୍ତି । ଏହି ଚଢ଼ାଉରେ ମୁକେଶ ବିଶ୍ବାଳ, ପ୍ରଶାନ୍ତ ବାଗ, ନବବତି ମଲ୍ଲିକ, ସୁବାଷିନୀ ଭୋଇ ଓ ରାକେଶ ସାହୁ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!