Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
ଜମିବାଡି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ
39
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଜମିବାଡି ବିବାଦକୁ ନେଇ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ପରିବାର ଲୋକେ ଗୁରୁତର ହୋଇଛନ୍ତି । ଏ ନେଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ଜଗତପୁର ଥାନା ପାଗା ଫାଣ୍ଡି ଅନ୍ତର୍ଗତ ସିଙ୍ଗମାପୁର ଗ୍ରାମରେ । ତପନ କୁମାର ଜେନା ଏବଂ ତାଙ୍କ ପରିବାର ଲୋକେ ଗୁରୁତର ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଜମିବାଡି ବିବାଦକୁ ନେଇ ଗାଁର ତପନ କୁମାର ଜେନାଙ୍କୁ ପଡୋଶୀ ବାବାଜୀ ଚନ୍ଦ୍ର ଜେନା ଓ ତାଙ୍କ ଦୁଇ ପୁଅ ପ୍ରଶାନ୍ତ କୁମାର ଜେନା ଓ ସୁଶାନ୍ତ କୁମାର ଜେନା ସଂଘବଧ ଭାବେ ଆକ୍ରମଣ କରିଥିଲେ । ଆକ୍ରମଣରେ ତପନଙ୍କ ପରିବାର ଲୋକେ ଗୁରୁତର ହୋଇ ପଡିଥିଲେ । ଗୁରୁତରଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଥିଲା । ଏ ନେଇ ତପନ କୁମାର ଜେନା ଜଗତପୁର ଥାନା ପାଗା ଫାଣ୍ଡିରେ ଆକ୍ରମଣକାରୀଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୋଗ ପାଇବା ପରେ ମଧ୍ୟ କୌଣସି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ପୋଲିସର କାର୍ୟ୍ୟାନୁଷ୍ଠାନରେ ବିଳମ୍ବ ଯୋଗୁଁ ପରିବାର ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!