Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଜ୍‌ରେ ହାତୀଦାନ୍ତ ଡିଲ୍‌ ଚାଲିଥିବା ବେଳେ ମାଡ଼ି ବସିଲା ବନ ବିଭାଗ

by ସଞ୍ଜୟ ସ୍ୱାଇଁ
July 7, 2022
in Crime, State
ଲଜ୍‌ରେ ହାତୀଦାନ୍ତ ଡିଲ୍‌ ଚାଲିଥିବା ବେଳେ ମାଡ଼ି ବସିଲା ବନ ବିଭାଗ
76
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବର୍ତ୍ତା): ସମ୍ବଲପୁରରେ ହାତୀ ଦାନ୍ତ ଜବତ । ଡିଲ ହେଉଥିବାବେଳେ ମାଡି ବସିଲା ବନ ବିଭାଗ । ଅଇଁଠାପାଲି ଛକସ୍ଥିତ ବାସନ୍ତୀ ଲଜରେ ଡିଲ ହେଉଥିବାବେଳେ ବୌଦ୍ଧ ଓ ସମ୍ବଲପୁର ବନ ବିଭାଗ କର୍ମଚରୀଙ୍କ ମିଳିତ ଚଢାଉରେ ଜବତ ହେଲା ୨ଟି ହାତୀ ଦାନ୍ତ । ଏହି ଘଟଣାରେ ୩ଜଣ ଅଟକ ଥିବାବେଳେ ୨ଜଣ ଫେରାର ହୋଇଯାଇଥିବା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି ସମ୍ବଲପୁର ଡିଏଫଓ ବିଶ୍ବନାଥ ନିଲାନଭର । ବୌଦ୍ଧ ଜିଲ୍ଲା ବଘିଆପଡା ସେକ୍ସନ ବାଙ୍କମୁଣ୍ଡି ଜଙ୍ଗଲ ଓ ଭୁର୍କିପଡା ଜଙ୍ଗଲରେ ୨ଟି ହାତୀର କଙ୍କାଳ ମିଳିଥିଲା । ତେବେ ଜବତ ହୋଇଥିବା ହାତୀ ଦାନ୍ତ ସେଠାର ଗୋଟିଏ ହାତୀର ବୋଲି ଅନୁମାନ କରାଯାଉଥିବା ବୌଦ୍ଧ ଡିଏଫଓ ଦେବପ୍ରିୟ କମ୍ଫୋ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!