Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ଭତ୍ତା ଟଙ୍କା

by ସଞ୍ଜୟ ସ୍ୱାଇଁ
July 15, 2022
in Crime, State
ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ଭତ୍ତା ଟଙ୍କା
78
VIEWS
Share on FacebookShare on Twitter

ଆଠଗଡ, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ନରସିଂହପୁରରେ ପୁଣି ମାତିଲେ ଲୁଟେରା । ମୁଖ୍ୟ ବଜାର ଉପରେ ଥିବା ୟୁକୋ ବ୍ୟାଙ୍କ ସାମ୍ନାରୁ ଡିକି ଭାଙ୍ଗି ଭତ୍ତା ବଣ୍ଟନ ପାଇଁ ନିଆଯାଉଥିବା ୧ ଲକ୍ଷ ୨ ହଜାର ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ । ନରସିଂହପୁର ବ୍ଲକ୍ ଅନ୍ତର୍ଗତ ଜୟମଙ୍ଗଳ ପଞ୍ଚାୟତରେ ଭତ୍ତା ବଣ୍ଟନ ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅଭେଦ କୁମାର ରାଉତରାୟ ଭତ୍ତା ବଣ୍ଟନ ପାଇଁ ୧ ଲକ୍ଷ ୨ ହଜାର ଟଙ୍କା ଉଠାଇ ବାଇକ୍ ଡିକିରେ ରଖି ସାମ୍ନା ଦୋକାନକୁ ଯାଇଥିଲେ । ସେହି ସମୟରେ ୨ ଜଣ ଦୁର୍ବୃତ୍ତ ଜଣେ ବାଇକ୍ ଷ୍ଟାର୍ଟରେ ଥିବାବେଳେ ଆଉ ଜଣେ ଦୁର୍ବୃତ୍ତ ବାଇକ୍ ଡିକି ଭାଙ୍ଗି ୧ ଲକ୍ଷ ୨ ହଜାର ଟଙ୍କା ଲୁଟି ନେଇ କଟକ-ନରସିଂହପୁର ମୁଖ୍ୟ ରାସ୍ତାର ପଞ୍ଚମୁଖୀ ଛକ ଆଡ଼କୁ ଦ୍ରୁତ ଗତିରେ ପଳାଉଥିଲେ । ଏହାର ଭିଡିଓ ୟୁକୋ ବ୍ୟାଙ୍କ କ୍ୟାମେରାରେ କଏଦ ହୋଇଛି। ଏ ନେଇ ଅଭେଦ ରାଉତରାୟ ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ୧୪୦/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ନରସିଂହପୁର ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!