Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଟଣୀ ତହସିଲ ତରଫରୁ ଚଢାଉ: ୯ଟି ହାଇୱା ଓ ଦୁଇଟି ଟ୍ରାକ୍ଟର, ୪୦୭ ଜବତ

by ସଞ୍ଜୟ ସ୍ୱାଇଁ
July 16, 2022
in Crime, State
ଜଟଣୀ ତହସିଲ ତରଫରୁ ଚଢାଉ: ୯ଟି ହାଇୱା ଓ ଦୁଇଟି ଟ୍ରାକ୍ଟର, ୪୦୭ ଜବତ
55
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): ଜଟଣୀ ତହସିଲ ତରଫରୁ ଖଣିରେ ଚଢାଉ । ବିଶେଷ ସୂତ୍ରରୁ ଖବର ପାଇ ଗତକାଲି ରାତିରେ ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ ସ୍ପେଶାଲ ସ୍କ୍ୱାଡ ଓ ଜଟଣୀ ତହସିଲର ମିଳିତ ଭାବରେ ଭୁବନେଶ୍ୱର ଉପଖଣ୍ଡରେ ଥିବା ବିଭିନ୍ନ ଖଣି ଉପରେ ଚଡାଉ କରିଥିଲା । ଏଇ ଚଡାଉବେଳେ ୯ ଟି ମରମ ଥିବା ହାଇୱା, ଦୁଇଟି ଟ୍ରାକ୍ଟର ଓ ଗୋଟିଏ ୪୦୭ରେ ମାଙ୍କଡା ପଥର ଥିବା ଗାଡିକୁ ଜବତ କରିଛି ଜଟଣୀ ତହସିଲ । ଜବତ ୯ଟି ହାଇୱା ଯାଆଁଳା ଫାଣ୍ଡିରେ ଥିବା ବେଳେ ଦୁଇଟି ଟ୍ରାକ୍ଟର ଓ ଗୋଟିଏ ୪୦୭କୁ ଜଟଣୀ ଥାନାକୁ ହସ୍ତାନ୍ତର କରାଯାଇଛି ବୋଲି ଜଟଣୀ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ମଲିକ୍ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!