Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠେଙ୍ଗାରେ ପିଟି ପିଟି ବୃଦ୍ଧାଙ୍କୁ ମାରିଦେଲେ ପଡୋଶୀ

by ସଞ୍ଜୟ ସ୍ୱାଇଁ
July 17, 2022
in Crime, State
ଠେଙ୍ଗାରେ ପିଟି ପିଟି ବୃଦ୍ଧାଙ୍କୁ ମାରିଦେଲେ ପଡୋଶୀ
24
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା । ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ବଡ଼ାମତଳିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୃତକ ଗାଙ୍ଗୀ ଜାମୁଦା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଜାମଦା ଥାନା ବଡାମତଳିଆ ଗାଁର ଗାଙ୍ଗୀ ଜମୁଦା ନଳକୂପକୁ ଗାଧେଇବାକୁ ଯାଇଥିଲେ । ଠିକ୍‌ ଏହି ସମୟରେ ପଡୋଶୀ ମଦନ ପିଙ୍ଗୁଆ(୬୦) ଡାହାଣୀ ସନ୍ଦେହ କରି ଏକ ଠେଙ୍ଗାରେ ଗାଙ୍ଗୀଙ୍କୁ ନିର୍ଦ୍ଧୁମ ପିଟିଥିଲେ ।ଯାହାଫଳରେ ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଜାମଦା ପୋଲିସ ହସ୍ପିଟାଲରେ ପହଞ୍ଚି ଶବକୁ ଜବତ କରିଛି। ପୋଲିସ ପଡୋଶୀ ମଦନକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!