Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 17, 2022
in Crime, State
ହଷ୍ଟେଲ ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
57
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଭାଙ୍ଗିଗଲା ସ୍ୱପ୍ନ । ଭଡ଼ା ଘରୁ ମିଳିଲା ନବଦମ୍ପତ୍ତିଙ୍କ ମୃତଦେହ । ଯାଜପୁର ରୋଡ଼ ଥାନା ଦଳା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଦଳା ଗାଁର ଶିବ ମନ୍ଦିର ନିକଟରେ ନବ ଦମ୍ପତ୍ତି ଭଡ଼ା ଘର କରି ରହୁଥିଲେ । ହେଲେ ରବିବାର ହଠାତ୍‌ ସେହି ଭଡ଼ା ଘରେ କୌଣସି କାରଣରୁ ଦମ୍ପତ୍ତିଙ୍କ ମୃତଦେହ ଝୁଲୁଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ବେକରେ ରଶି ଲଗାଇ ଉଭୟ ଆତ୍ମହତ୍ୟା କରିଥିବା ସୂଚନା । ତେବେ ଏବେ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ମୃତ ଦମ୍ପତି ବାଲେଶ୍ଵର ଜିଲ୍ଲା ସଦର ଥାନା ଅଞ୍ଚଳର ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!