Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

by ସଞ୍ଜୟ ସ୍ୱାଇଁ
July 19, 2022
in Crime, State
୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର
264
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଲାଞ୍ଚ ନେବାବେଳେ ଭିଜିଲାନ୍ସରେ ହାତରେ ଜଣେ ଡାକ୍ତର ଧରାପଡିଛନ୍ତି । ଡାକ୍ତର ଜଣକ ହେଲେ ଭେଷଜ ବିଶେଷଜ୍ଞ ଉମାକାନ୍ତ ଖଜରିଆ। ଏଲଆଇସି କ୍ଲେମ କ୍ଲିୟରାନ୍ସ ପାଇଁ ଉମାକାନ୍ତ ତାଙ୍କ କ୍ଲିନକରେ ଜଣକଙ୍କ ଠାରୁ ୧୧ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ପୂର୍ବରୁ ଉପସ୍ଥିତ ଥିବା ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିଥିଲେ। ଡାକ୍ତର ଜଣକ ଏବେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ କାର୍ୟ୍ୟରତ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!