Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ନିକଟରୁ ଏକ ମୃତଦେହ ଠାବ

by ସଞ୍ଜୟ ସ୍ୱାଇଁ
July 21, 2022
in Crime, State
ଗାଁ ନିକଟରୁ ଏକ ମୃତଦେହ ଠାବ
57
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ସାନଝରଣ ଗାଁ ନିକଟରୁ ଏକ ମୃତଦେହ ଠାବ । ମୃତକଙ୍କ ନାମ ସୁମତୀ ମୁଣ୍ଡା ବୋଲି ଜଣାପଡିଛି ।ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ସୁମତୀ ମୁଣ୍ଡା ବୁଧବାରଠୁ ନିଖୋଜ ଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି କୌଣସି ପତ୍ତାମିଳିନଥିଲା । ଶେଷରେ ଗୁରୁବାର ସକାଳୁ ସାନଝରଣ ନିକଟ ରାସ୍ତାରେ ସୁମତୀଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ସୁମତୀଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ପକ୍ଷରୁ ସନ୍ଦେହ କରାଯାଇଛି । ପୋଲିସ ତଦନ୍ତ ପରେ ହିଁ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟ ଲୋକେ ଓ ପରିବାର ଆଶା ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!