Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରେ ଭାସୁଛି ପୂର୍ବତନ ସରପଞ୍ଚଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
July 24, 2022
in Crime, State
ପୋଖରୀରେ ଭାସୁଛି ପୂର୍ବତନ ସରପଞ୍ଚଙ୍କ ମୃତଦେହ
142
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ପୋଖରୀରେ ଭାସୁଛି ମୃତଦେହ । କଟକ ସଦର ଅନ୍ତର୍ଗତ କିଶନ ନଗର ଥାନା ଅଧିନସ୍ତ ସାଇଁପରୁଆ ଗ୍ରାମର ଥିବା ପୋଖରୀରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ପୃଥ୍ୱୀରାଜ ସାହୁଙ୍କ ବୋଲି ଜଣାପଡିଛି । ସୂଚନାନୁସାରେ, ପୃଥ୍ୱୀରାଜ ଇସାଣି ବ୍ରହ୍ମପୁର ପଞ୍ଚାୟତର ଦୁଇଥର ସରପଞ୍ଚ ଥିଲେ। ଶନିବାର ରାତିରୁ ସେ ଘରକୁ ଫେରିନଥିଲେ । ଫଳରେ ପରିବାର ଏବଂ ଗ୍ରାମବାସୀ ତାଙ୍କୁ ବହୁ ଖୋଜା ଖୋଜି କରିଥିଲେ । ହେଲେ ରବିବାର ତାଙ୍କ ମଶରୀରକୁ ପୋଖରୀରେ ଭାସୁଥିବାର ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ। ବର୍ତ୍ତମାନ ପର୍ୟ୍ୟନ୍ତ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ନଥିବା ଜଣାପଡିଛି । ଏବେବି ମୃତଦେହ ପୋଖରୀ ଭିତରୁ ଉଦ୍ଧାର ହୋଇନଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!