Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାସ, ୧୦ଟି ବାଇକ ଜବତ, ତିନି ଗିରଫ

by ସଞ୍ଜୟ ସ୍ୱାଇଁ
July 26, 2022
in Crime, State
ବାଇକ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାସ, ୧୦ଟି ବାଇକ ଜବତ, ତିନି ଗିରଫ
101
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବାଇକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ । ଖଣ୍ଡଗିରି ଥାନା ଅଞ୍ଚଳରୁ ଜବତ ହେଲା ୧୦ଟି ବାଇକ । ଏହାସହ ତିନି ଜଣଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ଗିରଫଙ୍କ ମଧ୍ୟରେ ଦୁଇଜଣ ପାଞ୍ଚ ଗାଁର ଓ ଜଣେ ଖୋର୍ଦ୍ଧାର ବୋଲି ଜଣାପଡିଛି । ଖବର ଅନୁଯାୟୀ, ବିଭିନ୍ନ ସ୍ଥାନରେ ବାଇକ୍‌ ଚୋରି କରୁଥିଲେ ଏହି ଗ୍ୟାଙ୍ଗ । ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିବା ପରେ ଲଗାତର ଭାବେ ନଜର ରଖିଥିଲା । ଏହିକ୍ରମରେ ମଙ୍ଗଳବାର ଖଣ୍ଡଗିରି ଥାନା ଅଞ୍ଚଳରେ ଚଢାଉ କରିଥିଲା ପୋଲିସ । ଏହି ଚଢାଉରେ ପୋଲିସକୁ ୧୦ଟି ବାଇକ୍‌ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ଗିରଫଙ୍କ ମଧ୍ୟରେ ଦୁଇଜଣ ପାଞ୍ଚ ଗାଁର ଓ ଜଣେ ଲୁଟେରା ଖୋର୍ଦ୍ଧାର ବୋଲି ଜଣାପଡିଛି । ଚୋରି ବାଇକ୍‌ ଗୁଡିକ ଚନ୍ଦକା, ଖୋର୍ଦ୍ଧା ଓ ନୟାଗଡ଼ରେ ଅଞ୍ଚଳରେ ବିକ୍ରି କରୁଥିଲେ । ତିନି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!