Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାରରୁ ୧ କ୍ୱିଣ୍ଟାଲ ୨୭ କେଜି ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
July 28, 2022
in Crime, State
କାରରୁ ୧ କ୍ୱିଣ୍ଟାଲ ୨୭ କେଜି ଗଞ୍ଜେଇ ଜବତ
28
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପୁଣି ମାଛକୁଣ୍ଡ ପୋଲିସ୍କୁ ବଡ଼ ସଫଳତା । ଆନ୍ଧ୍ରା ସୀମାନ୍ତ ବର୍ତୀଇଲାକାରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲଣ ବେଳେ ମାଡିବସିଲା ମାଛକୁଣ୍ଡ ଲମତାପୁଟ ପୋଲିସ । କୋରାପୁଟ ଜିଲ୍ଲା ଲମତାପୁଟ ସୂର୍ମି ଗାଁ ଛକ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଚାଲଣ କରୁଥିବା ଜଣେ ବୋପାରୀକୁ ବାନ୍ଧିଛି ପୋଲିସ । ୫ଟି ବସ୍ତାରେ ପ୍ରାୟ ୧ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପି ଙ୍କ ନିର୍ଦେଶ କ୍ରମେ ନନ୍ଦପୁର ଏସ.ଡ଼ି.ପିଓଙ୍କ ନେତୃତ୍ଵରେ ମାଛକୁଣ୍ଡ , ଲମତାପୁଟ ପୋଲିସ ଟିମ୍ ସୂର୍ମି ଗ୍ରାମ ଛକ ନିକଟରେ ନାକା ବନ୍ଦୀ କରି ଜଗିରହିଥିଲେ । ଖବର ମୁତାବାକ ଏକ କାର ଦୃତ୍ ଗତିରେ ଆସୁଥିବା ଦେଖି ପୋଲିସ ଅଟକାଇଥିଲେ । କାର କୁ ଅଟକାଇ ଯାଞ୍ଚ କରିବାରୁ କାର ଭିତରୁ ୫ଟି ଗାଞ୍ଜେଇ ବସ୍ତା ବାହାର କରିଥିଲା ପୋଲିସ । ୫ ଟି ବସ୍ତାରେ ପ୍ରାୟ ୧ କ୍ୱିଣ୍ଟାଲ ୨୭ କେଜି ଗଂଜେଇ ଥିବା ବେଳେ ଏହାର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ପୋଲିସ କହଛି । ଏବଂ କାର ଥିବା ଜଣକୁ ଗିରଫ କରିଛି ପୋଲିସ । ଗିରଫ ବ୍ୟକ୍ତି ଜୟପୁର ବାରଣି ପୁଟ ଗ୍ରାମର ଜିତୁ ବିଶ୍ଵାଳ ବୋଲି ଜଣା ପଡ଼ିଛି । ଗଞ୍ଜେଇ ଚୋରା ଚାଲାଣ ରୋକିବା ପାଇଁ ପୋଲିସ କଡ଼ା ପଦକ୍ଷେପ ନେଉ ଥିଲେ ମଧ୍ୟ ଗଞ୍ଜେଇ ଚୋରା ଚାଲାଣ ରେ ରୋକ୍ ଲାଗି ପାରୁନି । ଅଞ୍ଚଳ ର ଯୁବ ପିଢ଼ି ମୋଟା ଅଙ୍କର ଟଙ୍କା ଲୋଭରେ ବେଆଇନ ଗଞ୍ଜେଇ ଚୋରା ଚାଲଣ ରେ ଲିପ୍ତ ରହୁଥିବା ହେତୁ ପୋଲିସ ପାଇଁ ବହୁ ଚ୍ୟାଲେଞ ସୃଷ୍ଟି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!