Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 31, 2022
in Crime, State
ଅଜଣା ମୃତଦେହ ଉଦ୍ଧାର
50
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ବୈଦୁପାଲି ଶ୍ୟାମଜି ରାଇସମିଲ ନିକଟରୁ ଅଜଣା ମୃତଦେହ ଉଦ୍ଧାର । ଶ୍ୟାମଜି ରାଇସ ମିଲ ନିକଟରେ ଏକ ବିଲ ଭିତରେ ଜଣେ ବ୍ୟକ୍ତିର ମୃତଦେହ ପଡିଥିବା କିଛି ଲୋକ ଦେଖିବାକୁ ପାଇଥିଲେ । ପରେ ଡୁଙ୍ଗୁରିପାଲି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଈ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନେଇଥିଲେ । ଡାକ୍ତରଖାନାରେ ପହଞ୍ଚାଇବା ପରେ ଡାକ୍ତର ଦେଖି ମୃତ ଘୋଷଣା କରିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପତିଚୟ ମିଳିନି ପାରିନଥିବା ଵେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଥିବାର ଜଣାଯାଇଛି । ବ୍ୟକ୍ତି ଜଣଙ୍କର କିଭଳି ମୃତ୍ୟୁ ହୋଇଛି ତାହା ମଧ୍ୟ ସ୍ପଷ୍ଟ ଜଣାପଡି ନାହିଁ । ଏନେଇ ଡୁଙ୍ଗୁରିପାଲି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!