Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ମାମଲାରେ ଆସିଲା ରାୟ, ଅଭିଯୁକ୍ତକୁ ୧୦ବର୍ଷ ଜେଲ୍ ଦଣ୍ଡ

by ସଞ୍ଜୟ ସ୍ୱାଇଁ
August 1, 2022
in Crime, State
ଦୁଷ୍କର୍ମ ମାମଲାରେ ଆସିଲା ରାୟ, ଅଭିଯୁକ୍ତକୁ ୧୦ବର୍ଷ ଜେଲ୍ ଦଣ୍ଡ
56
VIEWS
Share on FacebookShare on Twitter

ଧର୍ମଗଡ, (ବାଘୁଆବାର୍ତ୍ତା): ୧୨ ବର୍ଷ ପରେ ଦୁଷ୍କର୍ମ ମାମଲାରେ ଆସିଲା ରାୟ । ଅଭିଯୁକ୍ତକୁ ୧୦ବର୍ଷ ଜେଲ୍ ଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଇଲେ ଧର୍ମଗଡ ଏଡିଜେ । କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା କର୍ମେଲ ଗାଁର ଜଣେ ଯୁବତୀ ବିଲକୁ ପନିପରିବା ପାଇଁ ଯାଇଥିବା ସମୟରେ ସେହି ଗାଁର ବୈଷ୍ଣବ ମାଝୀ ତାଙ୍କୁ ଦୁଷ୍କର୍ମ କରିଥିଲେ । ଯାହାକୁ ନେଇ ଯୁବତୀଙ୍କ ପରିବାର ଲୋକେ ଜୟପାଟଣା ଥାନାରେ ଏତଲା ଦେଇଥିଲେ । ସେହି ଘଟଣାରେ ସୋମବାର ଏଡିଜେ ଧର୍ମଗଡ ସମସ୍ତ ସାକ୍ଷୀ ଓ ପ୍ରମାଣ ଆଧାରରେ ଅଭିଯୁକ୍ତ ବୈଷ୍ଣବ ମାଝୀକୁ ୧୦ ବର୍ଷ ଜେଲ୍ ସହିତ ୧୦ ହଜାର ଟଙ୍କା ଜରିମାନା ରାୟ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!