Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ କୁଇଣ୍ଟାଲ୍ ଗଞ୍ଜେଇ ସହ ଗୋଟିଏ ପିକଅପ୍ ଭ୍ୟାନ୍ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
August 1, 2022
in Crime, State
ଏକ କୁଇଣ୍ଟାଲ୍ ଗଞ୍ଜେଇ ସହ ଗୋଟିଏ ପିକଅପ୍ ଭ୍ୟାନ୍ ଜବତ, ୪ ଗିରଫ
59
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ଫାଷ୍ଟଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ। ଏକ କୁଇଣ୍ଟାଲ୍ ଗଞ୍ଜେଇ ସହ ଗୋଟିଏ ପିକଅପ୍ ଭ୍ୟାନ୍ ଜବତ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଜବତଗାଡ଼ିର ମୂଲ୍ୟ ୭ ଲକ୍ଷ ଟଙ୍କା । ମୋଟ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଏବଂ ଗାଡି ଜବତ କରାଯାଇଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେହିପରି ଖଲ୍ଲିକୋଟ୍ ଥାନା ଗୁରୁପଲ୍ଲୀ ନିକଟରୁ ୨୨ କିଲୋ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଡେପୁଟି କମିଶନର ଅଶୋକ କୁମାର ଶତପଥୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!