Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡ଼ା ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 4, 2022
in Crime, State
ଭଡ଼ା ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର
26
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଏୟାର ଫିଲ୍ଡ ଥାନା ଅଞ୍ଚଳର ସୁନ୍ଦରପଦା ବେହେରା ସାହିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଜିତ କୁମାର। ଗତ ୨ବର୍ଷ ହେଲା ଅଜିତସୁନ୍ଦରପଦା ବେହେରା ସାହି ଭଡ଼ାରେ ରହି ଆସୁଥିଲେ। ଗତକାଲି ରାତିରେ ଅଜିତଙ୍କ ମୃତଦେହ ଘରେ ଝୁଲିଥିବା ଘର ମାଲିକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ।ପୁଲିସ ମୃତଦେହକୁ ଉଦ୍ଧାର କରିବା ବ୍ୟବଚ୍ଛେଦ ପଠାଇଛି । ଅଜିତଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତତ ତାର କାରଣ ଜଣାପଡ଼ି ପାହିଁ। ପୁଲିସ ଅଜିତଙ୍କ ପରିବାର ଲୋକଙ୍କୁ ପଚରାଉଚରା କରୁଛି। ଗତକାଲି ରାତିରେ ଅଜିତଙ୍କ ସହ କିଛି ଯୁବକଙ୍କର ପାଟିତୁଣ୍ଡ ହୋଇଥିଲା ସୂଚନା ମିଳିଛି। ସାଇଣ୍ଟିଫିକ୍ ଟିମ୍‌ ଓ ପୁଲିସ ଘଯଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!