Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ୟଜନ୍ତୁ ଶିକାର ଅଭିଯୋଗରେ ୪ ଶିକାରୀ ଗିରଫ, ବନ୍ଧୁକ ଓ ମାଂସ ଜବତ

by ସଞ୍ଜୟ ସ୍ୱାଇଁ
August 6, 2022
in Crime, State
ବନ୍ୟଜନ୍ତୁ ଶିକାର ଅଭିଯୋଗରେ ୪ ଶିକାରୀ ଗିରଫ, ବନ୍ଧୁକ ଓ ମାଂସ ଜବତ
59
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ନରସିଂହପୁର ନୂଆଗଡ଼ ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ଅଭିଯୋଗ । ବନ ବିଭାଗ ଦ୍ବାରା ନରସିଂହପୁର ଦେବଭୂମି ଅଞ୍ଚଳର ୪ ଜଣ ଶିକାରୀ ଗିରଫ । ଶିକାରୀଙ୍କ ଠାରୁ ଦେଶୀ ବନ୍ଧୁକ ଏବଂ ମାଂସ ଜବତ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତମାନେ ହେଲେ ନରସିଂହପୁର ଥାନା ଦେବଭୂମି ଅଞ୍ଚଳର କନ୍ଧ ଦେବଭୂମି ଗ୍ରାମର ବାମଦେବ ପ୍ରଧାନ, ଚାଉରୀନାଳୀ ଗ୍ରାମର ସୁବାସ ଗୁରୁ, ନିରଞ୍ଜନ ଆରୁକ ଏବଂ କଣ୍ଢାଳ ଗ୍ରାମର ଶଙ୍କର ପରିଡ଼ା । ଅଭିଯୁକ୍ତଙ୍କୁ ନୂଆଗଡ଼ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର କରିବା ଅଭିଯୋଗରେ ବନ ବିଭାଗ ଗିରଫ କରିବା ସହ ସେମାନଙ୍କଠାରୁ ଦେଶୀ ବନ୍ଧୁକ ଏବଂ କିଛି ଜଙ୍ଗଲୀ ଜନ୍ତୁଙ୍କ ମାଂସ ମଧ୍ୟ ଜବତ କରିଛି ବନ ବିଭାଗ । ଗିରଫ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!