Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପକ୍ଷରୁ ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଚଢାଉ ଜାରି

by ସଞ୍ଜୟ ସ୍ୱାଇଁ
August 8, 2022
in Crime, State
ଭିଜିଲାନ୍ସ ପକ୍ଷରୁ ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଚଢାଉ ଜାରି
106
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଜିଏସଟି ବିଭାଗ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ । ବାଣିଜ୍ୟକର ଓ ଜିଏସଟି ବିଭାଗ,କଟକ କର୍ପୋରେଟ-୨ର ଅତିରିକ୍ତ କମିଶନର ପିୟୁଷ ପାଣିଙ୍କ ଘର ଉପରେ ଆଜି ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ବ୍ୟାସନଗର, କଟକ, ଭୁବନେଶ୍ୱରର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଥିବା ସୂଚନା ମିଳିଛି। ବ୍ୟାସନଗର ସହରର ଚୋରଦା ଛକଠାରେ ଥିବା ପିୟୁଷ ପାଣିଙ୍କ ଘରେ ଆଜି ସକାଳୁ କଟକ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି। ଏହି ଚଢାଉରେ ଜଣେ ଡିଏସପି, ୩ ଜଣ ଇନ୍ସପେକ୍ଟର ଓ ଅନ୍ୟ ଦୁଇଜଣ କର୍ମଚାରୀ ସାମିଲ ହୋଇଛନ୍ତି। କଟକ ଭିଜିଲାନ୍ସ ଡିଏସପି ସୋମନାଥ ବାରିକଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍ ବିଭିନ୍ନ କାଗଜପତ୍ର, ଜମି ଓ ସମ୍ପତ୍ତିବାଡିର ତଥ୍ୟ ଆଦିର ଯାଞ୍ଚ କରୁଛି। ତଦନ୍ତ ଜାରି ରହିଥିବାରୁ ପ୍ରତିକ୍ରିୟା ଦେବାକୁ ବିଭାଗୀୟ ଅଧିକାରୀ ମନା କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!